Posted inଖେଳ

ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ

କଟକ ଅଫିସ,୨୦ା୯- ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନରେ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ । ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା ମଧ୍ୟରେ ଏହି ପ୍ରକ୍ରିୟା ଶେଷ ହେବ । ୨୧ ତାରିଖ ଦିନ ୧୨ଟା ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ ସର୍ମ୍ପକୀତ ଅଭିଯୋଗ ଗ୍ରହଣ କରାଯିବ । ପରେ ଦିନ ୧ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୨ ତାରିଖ ଦିନ ୧ଟା ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ରହିଥିବା ବେଳେ ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଚୂଡ଼ାନ୍ତ ପ୍ରାର୍ଥି ତାଲିକା ଘୋଷଣା କରାଯିବ । ଦୁଇଟି ଗୋଷ୍ଠୀ ନିର୍ବାଚନରେ ଅଂଶ ଗ୍ରହଣ କରୁଥିବା ବେଳେ ଉଭୟ ପକ୍ଷରୁ କେବଳ ସଭାପତି ଓ ସମ୍ପାଦକଙ୍କ ନାମ ଘୋଷଣା ହୋଇଛି । ଅନ୍ୟ ପଦବୀ ଗୁଡ଼ିକ ନିମନ୍ତେ ଉଭୟ ଗୋଷ୍ଠୀ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri