Posted inଖେଳ

ଓ୍ବାଲର୍‌ଡ ମାଷ୍ଟର୍ସ ହକିରେ ଭାରତ ସାମିଲ

ନୂଆଦିଲ୍ଲୀ, ୧୨।୩- ହକି ଇଣ୍ଡିଆ ନିକଟରେ ଓ୍ବାଲର୍‌ଡ ମାଷ୍ଟର୍ସ ହକି(ଡବ୍ଲ୍ୟୁଏମଏଚ) ସହିତ ସାମିଲ ହୋଇଛି। ପୂର୍ବରୁ ଡବ୍ଲ୍ୟୁଏମଏଚ ସହ ଅନ୍ୟ ୩୮ ଜାତୀୟ ଆସୋସିଏଶନ ସାମିଲ ଅଛନ୍ତି। ବିଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ହକି ଇଣ୍ଡିଆ ପକ୍ଷରୁ ପୂର୍ବତନ ଅଧିନାୟକ ଆର.ପି. ସିଂଙ୍କୁ ହକି ଇଣ୍ଡିଆ ମାଷ୍ଟର୍ସ କମିଟିର ଆବାହକ ନିଯୁକ୍ତ କରାଯାଇଛି। ହରବିନ୍ଦର ସିଂ ଏହି କମିଟିର ଅଧ୍ୟକ୍ଷ ହୋଇଛନ୍ତି। ବି.ପି. ଗୋବିନ୍ଦା, ଜଗବୀର ସିଂ, ଏ.ବି. ସୁବ୍ବାୟା, ସୁରିନ୍ଦର କୌର ଓ ଏମ. ରେଣୁକା ଲକ୍ଷ୍ମୀ କମିଟିର ସଦସ୍ୟ ରହିଛନ୍ତି। ଡବ୍ଲ୍ୟୁଏମଏଚ ଅନ୍ତର୍ଜାତୀୟ ହକି ଫେଡେରେଶନ(ଏଫଆଇଏଚ୍‌)ର ଏକମାତ୍ର ସ୍ବିକୃତିପ୍ରାପ୍ତ ଅନୁଷ୍ଠାନଭାବେ ବିଶ୍ୱସ୍ତରରେ ଅନ୍ତର୍ଜାତୀୟ ମାଷ୍ଟର୍ସ ହକି ଆୟୋଜନ କରିବା ଅଧିକାର ପାଇଛି। ବିଭିନ୍ନ ଦେଶର ଖେଳାଳି ଓ ଅଫିସିଆଲମାନେ ଯେପରି ଜୀବନବ୍ୟାପୀ ହକି ସହ ଜଡ଼ିତ ରହିପାରିବେ ସେ ଦିଗରେ ଡବ୍ଲ୍ୟୁଏମଏଚ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri