Posted inଖେଳ

ଓ୍ବିମ୍ବେଲଡନ୍‌ ଟାଇଟଲ ଜିତିବା ଗଫ୍‌ଙ୍କ ଲକ୍ଷ୍ୟ

ଲଣ୍ଡନ, ୨ା୭ (ଏଏଫ୍‌ପି)- ମାତ୍ର ୧୫ ବର୍ଷ ବୟସରେ ସର୍ବ କନିଷ୍ଠ ଖେଳାଳି ହିସାବରେ ଓ୍ବିମ୍ବେଲଡନ ପାଇଁ ଯୋଗ୍ୟତା ହାସଲ କରିଥିବା ଆମେରିକାର କୋରି ଗଫ୍‌ଙ୍କ ଲକ୍ଷ୍ୟ ହେଉଛି ଏଠାରେ ଟାଇଟଲ ହାସଲ କରିବା। ସୋମବାର ମହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରେ ସେ ୫ଥର ଚାମ୍ପିୟନ ଭେନସ ଓ୍ବିଲିୟମ୍ସଙ୍କ ବିପକ୍ଷରେ ଏହି ସ୍ବଳ୍ପ ବୟସ୍କା ଖେଳାଳି ୬-୪, ୬-୪ ସେଟ୍‌ରେ ଚମକପ୍ରଦ ବିଜୟ ହାସଲ କରିଛନ୍ତି। ଗଫ୍‌ ଓ ଭେନସ୍‌ଙ୍କ ମଧ୍ୟରେ ବୟସ ବ୍ୟବଧାନ ହେଉଛି ୨୪ ବର୍ଷ। ଗଫ୍‌ ଯେତେବେଳେ ଜନ୍ମ ହୋଇ ନ ଥିଲେ ଓ୍ବିଲିୟମ୍ସ ସେତେବେଳକୁ ଦୁଇଥର ଓ୍ବିମ୍ବେଲେଡନ ସିଙ୍ଗଲ୍ସ ଟାଇଟଲ ଜିତିସାରିଥିଲେ। ହେଲେ ଏହି ଭେଟେରାନ ଖେଳାଳିଙ୍କ ବିପକ୍ଷରେ ଗଫ୍‌ ନିର୍ଭୟ ସହକାରେ ଖେଳୁଥିବା ଲକ୍ଷ୍ୟ କରାଯାଇଥିଲା। ଭବିଷ୍ୟତରେ ଜଣେ ମହାନ ଟେନିସ ଖେଳାଳି ହେବା ଲାଗି ପିଲାଦିନରୁ ତାଙ୍କର ଅଭିଳାଷ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri