ଓଡ଼ିଶା: ଆଜିର ଫଟୋ (ଜୁନ୍ ୨୨, ୨୦୨୦)

ଶ୍ରୀମନ୍ଦିରରୁ ତିନି ରଥକୁ ଆଜ୍ଞା ମାଳ ନିଆଯାଉଛି।

ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମାଷ୍ଟରକ୍ୟାଣ୍ଟିନଠାରେ ଜନସାଧାରଣମାନେ ଖୁସି ମନାଉଛନ୍ତି।

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରୁ ଅଣ୍ଡାମାଡ଼ ହେବା ପରେ ପୋଲିସ ମୁତୟନ ହୋଇଛନ୍ତି।

ନିଳାଦ୍ରି ଭକ୍ତ ନିବାସରେ ଅନୁଷ୍ଠିତ ବୈଠକରେ ପୋଲିସ ଡିଜିପି ଓ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ଅଧିକାରୀମାନେ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୧୨ ଅଗଷ୍ଟ, ୨୦୨୬)

ବୁଧବାର ରବୀନ୍ଦ୍ର ମଣ୍ଡପରେ ହୃଦୟ ସଂଗଠନ ପକ୍ଷରୁ ସେକ୍ସପିୟରଙ୍କ ନାଟକ ପରିବେଷଣ   📲 Follow Dharitri – Odisha’s No.1 Odia Daily 📰✨

ଓଡ଼ିଶା: ଆଜିର ଫଟୋ ( ୧୧ ଅଗଷ୍ଟ, ୨୦୨୬)

ଭୁବନେଶ୍ୱର ଗାନ୍ଧୀମାର୍ଗରେ ଅଗଷ୍ଟ ୧୫ ପାଇଁ ପରେଡ୍‌ ରିହର୍ସାଲ୍‌       କଟକ ବାରବାଟୀ ଷ୍ଟାଡିୟମରେ ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri