ଔପଦା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଚାଷୀ ପ୍ରଦୀପ ପାତ୍ର (୩୯) ଋଣ ଭାର ସହି ନ ପାରି ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଥିଲେ। କଟକ ବଡ଼ଡାକ୍ତରଖାନାରେ ଗତ ୮ ତାରିଖ ଅପରାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ସଦସ୍ୟ ଅଭିଯୋଗ କରିଥିଲେ। ଅଭିଯୋଗର ତଦନ୍ତ ପାଇଁ ଔପଦା ତହସିଲଦାର ସୋମବାର ମଧ୍ୟାହ୍ନରେ ଘଟଣାସ୍ଥଳରେ ପହଞ୍ଚତ୍ ମୃତ ପାତ୍ରଙ୍କ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏ ବିଷୟରେ ଔପଦା ତହସିଲଦାର ତଥା ବିଡ଼ିଓ ପିତାମ୍ବର ଭୋଇଙ୍କ ସହ ଯୋଗାଯୋଗ କରିବାରୁ ସେ ତଦନ୍ତ ପ୍ରକ୍ରିୟା ଚାଲିଛି। ସତ୍ୟାସତ୍ୟ ଜଣାପଡ଼ିବା ପରେ ସରକାରୀ ସହାୟତା ପାଇଁ ସୁପାରିସ୍ କରାଯିବ ବୋଲି କହିଛନ୍ତି। ଏହାକୁ ନେଇ ରାଜନୈତିକ ବାତାବରଣ ଉଷ୍ମ ହେଉଥିବା ବିଷୟ ଅନୁଭୂତ ହେଉଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍: ବସ୍ ହର୍ନରେ ଅସ୍ତବ୍ୟସ୍ତ ରୋଗୀ
ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…
ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…
ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର
ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…
ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…
ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…
ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ
ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…
ଚଣ୍ଡାଳମୁଣ୍ଡାର ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ପୂର୍ବତନ ସରପଞ୍ଚଙ୍କ ସମେତ ୧୩ ଗିରଫ
ନନ୍ଦପୁର,୧।୯(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ଓ ନନ୍ଦପୁର ଥାନା ପୋଲିସର ମିଳିତ ଦଳ କୁମାରଗନ୍ଧନା ପଞ୍ଚାୟତ ଚଣ୍ଡାଳମୁଣ୍ଡା ଗ୍ରାମର ନୀଳଗିରି ବାଡ଼ରେ ଚାଲିଥିବା ଜୁଆ ଆଡ୍ଡା…
ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….
ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ…
Archives

