Posted inଜାତୀୟ

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। ମୁକେଶଙ୍କ ଭାଇ ଅନୀଲ ଅମ୍ବାନିଙ୍କୁ କଂଗ୍ରେସ ବାରମ୍ବାର ଟାର୍ଗେଟ କରୁଥିବାବେଳେ ଗୁରୁବାର କଂଗ୍ରେସ ପ୍ରାର୍ଥୀଙ୍କ ସମର୍ଥନରେ ସେ ବାହାରିବାକୁ ଚର୍ଚ୍ଚା ଉଠିଛି। ମିଲିନ୍ଦ ନିଜ ଟୁଇଟର ଅକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ମୁକେଶ କହିଛନ୍ତି, ମିଲିନ୍ଦ ହେଉଛନ୍ତି ଦକ୍ଷିଣ ମୁମ୍ବାଇର ଲୋକ। ସାମାଜିକ, ଅର୍ଥନୀତିକ ଓ ସାଂସ୍କୃତିଙ୍କ କ୍ଷେତ୍ରରେ ମିଲିନ୍ଦଙ୍କ ଗଭୀର ଜ୍ଞାନ ରହିଛି। ତେଣୁ ତାଙ୍କୁ ସମର୍ଥନ ଦେବା ପାଇଁ ସେ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri