କଂଗ୍ରେସ ନେତାଙ୍କୁ ନଜରବନ୍ଦୀ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୂର୍ବତନ ଏମ୍‌ପି

ଖଇରା, ୨୩ା୬(ଉତ୍କଳବନ୍ଧୁ ପଣ୍ଡା): ଗୁରୁବାର ୫-ଟି ସଚିବଙ୍କ ଖଇରା ଗସ୍ତ ଅବସରରେ ଖଇରା ଓ ସିମୁଳିଆ ପୋଲିସ କଂଗ୍ରେସ ନେତାଙ୍କୁ ଆସାମୀ ଭଳି ବ୍ୟବହାର କରିବା ସିମୁଳିଆ ନିର୍ବାଚନ ମଣ୍ଡଳୀର ଯୁବ କଂଗ୍ରେସ ସଭାପତି ନିରଞ୍ଜନ ପରିଡାଙ୍କୁ ତାଙ୍କ ବାସଭବନ ଚାରିପଟୁ ନଜରବନ୍ଦୀ କରି ରଖିବାକୁ କଂଗ୍ରେସ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ କରାଯାଇଛି। ରାଜ୍ୟ ସରକାରଙ୍କ ଜଣେ ସଚିବଙ୍କ ପାଇଁ ନେତା ମନ୍ତ୍ରୀ ଟେଣ୍ଟ ପ୍ରସ୍ତୁତ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଓଡ଼ିଶା ଇତିହାସରେ ଏକ କଳଙ୍କିତ ଘଟଣା। ଏଭଳି ଘଟଣାକୁ ଭଦ୍ରକର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ ସେଠୀ କଡା ନିନ୍ଦା କରିଥିବା ବେଳେ ଆଗାମୀ ଦିନରେ କଂଗ୍ରେସ ଏହାର ଜବାବ ଦେବ ବୋଲି ଏକ ପ୍ରେସମିଟ୍‌ରେ କହିଛନ୍ତି। ସେ ଏଥିସହ ୫-ଟିରେ ଚାଲିଥିବା କାର୍ଯ୍ୟର ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଡାକ୍ତରଖାନାରେ ବହୁ ଡାକ୍ତର ପଦବୀ ଖାଲି ପଡିଥିବା ବେଳେ କେବଳ ଏହା ଅଯଥା ଅପଚୟ। କେବଳ ପାର୍ଟି ପାଣ୍ଠି ବଢାଇବା ପାଇଁ ଏହି ବିଭାଗ ସୃଷ୍ଟି କରାଯାଇଛି। ମୁଖ୍ୟମନ୍ତ୍ରୀ ତାଙ୍କୁ ପଠାଇଥିବା କହି ମୁଖ୍ୟମନ୍ତ୍ରୀ କ୍ଷମତାର ଦୁରୁପଯୋଗ କରୁଥିବା ନେଇ ଯୁବ ସଭାପତି ପରିଡା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri