Posted inଜାତୀୟ

‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା

ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ ଲେଖା ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ଭାଜପା ‘କଂଗ୍ରେସ ମୁକ୍ତ ଭାରତ’ ଘୋଷଣା କରିଥିଲା। ତେବେ ଏହା ଓଲଟି ଯାଇଛି। ଦେଶ ଏବେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି। ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ ବରିଷ୍ଠ ନେତା ନିର୍ବାଚନ ପ୍ରଚାରରେ ଲାଗିଥିଲେ ମଧ୍ୟ ଭାଜପା ପରାଜିତ ହୋଇଛି। ୨୦୧୮ରେ ଦେଶର ୭୫ ପ୍ରତିଶତ ରାଜ୍ୟରେ ଶାସନ ଡୋରି ଭାଜପା ହାତରେ ଥିବାବେଳେ ଏବେ ଏହା ୩୦ରୁ ୩୫ ପ୍ରତିଶତ ମଧ୍ୟରେ ରହିଛି। ଶାହ ରାଜ୍ୟରେ ନିର୍ବାଚନ ପ୍ରଚାର ସମୟରେ ହିନ୍ଦୁ-ମୁସଲମାନ ମଧ୍ୟରେ ମତଭେଦ ସୃଷ୍ଟି ପାଇଁ ଉଦ୍ୟମ କରିବା ଲାଗି ଭାଷଣ ଦେଇଥିଲେ। ମାତ୍ର ଏହା କାମ କରି ନ ଥିବା ସାମନାରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri