Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ଶରଦ ପାଓ୍ବାରଙ୍କ ଫୋନ୍‌ ଉଠାଇଲେ ନାହିଁ ଜଗନ ମୋହନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ଫଳାଫଳ ପରେ ରାଜନୀତିକ ସମିକରଣକୁ ନେଇ ଓ୍ବାଇଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡି ସବୁ ବିକଳ୍ପ ଖୋଲା ରଖିଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ମଙ୍ଗଳବାର ୟୁପିଏ ତରଫରୁ ଜଗନ ମୋହନଙ୍କ ସହ କଥା ହେବାକୁ ଚାହୁଁଥିବା ବେଳେ ସେ କିନ୍ତୁ ଶରଦଙ୍କ ଫୋନ୍‌ ଉଠାଇ ନ ଥିବା ଜଣାପଡିଛି। ଅନୁମାନ କରାଯାଉଛି କି ୨୩ ତାରିଖରେ ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଜଗନମୋହନ କାହାସହ ବୋଧହୁଏ ଠିଆ ହେବାକୁ ଚାହୁଁ ନାହାଁନ୍ତି। ଏକ୍‌ଜିଟ୍‌ ପୋଲ୍‌ ଏହି ଅନୁମାନ ଲଗାଇଛି। ଏକ୍‌ଜିଟ୍‌ ପୋଲ୍‌ର ସୂଚନା ଅନୁଯାୟୀ, ଓ୍ବାଇଏସ୍‌ଆର୍‌ ଟିଡିପିଠାରୁ ଅଧିକ ଆସନ ଲାଭ କରିପାରେ। ତେଣୁ ଯଦି ତ୍ରିଶଂକୁ ସରକାର ଗଠନ କରିବାର ସମୟ ଆସିଲା ତେବେ ଜଗନ ମୋହନଙ୍କ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri