କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ନିରଞ୍ଜନ କହିଲେ ‘ଏବେ ଚାଲିଛି ୩-ପି’ ସରକାର’

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମନ୍ତବ୍ୟ ରଖି କହିଛନ୍ତି, ଏବେ କେନ୍ଦ୍ର ଏବଂ ରାଜ୍ୟରେ ‘୩-ପି’ ସରକାର ଚାଲିଛି। ପ୍ରତିଶ୍ରୁତି, ପ୍ରଚାର, ପ୍ରତାରଣାର ସରକାର ଚାଲିଛି। କରୋନା ସହ ଯୁଦ୍ଧ ବେଳେ ଉଭୟ ଭାଜପା ଓ ବିଜେଡି ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି କରୁଛନ୍ତି। ନିର୍ବାଚନ ସ୍ବପ୍ନ ନ ଦେଖି, ରାଜ୍ୟବାସୀଙ୍କ ସମସ୍ୟା ଦୂର କରନ୍ତୁ। ସରକାରଙ୍କ ତରଫରୁ କରାଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରର ଅବ୍ୟବସ୍ଥା କଥା କହିଲେ ନ ସରେ। ଇଏ ୭ ଲକ୍ଷ ବେଡ୍‌ କହୁଛନ୍ତି। ୩ ଲକ୍ଷ ଲୋକ ଆସିଛନ୍ତି, ହେଲେ ଏକ ଲକ୍ଷ ପଳାଇଲେଣି ବୋଲି ନିରଞ୍ଜନ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri