Posted inଜାତୀୟ

କଂଗ୍ରେସରୁ ବାହାରିବେ କି ଶତ୍ରୁଘ୍ନ

ନୂଆଦିଲ୍ଲୀ,୧୮।୮: ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ଅଡୁଆ ଏବେ ବଢିଯାଇଛି। କାରଣ ଗତ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲାରେ ଯେଉଁ ଭାଷଣ ଦେଇଥିଲେ ଶତ୍ରୁଘ୍ନ ଏହାର ଖୁବ୍‌ ପ୍ରଶଂସା କରିଛନ୍ତି। ଗୋଟିଏ ପରେ ଗୋଟିଏ ଟୁଇଟ୍‌ କରି ଶତ୍ରୁଘ୍ନ ମୋଦିଙ୍କର ପ୍ରଶଂସା କରିଥିବା ବେଳେ ମଝିରେ ତାଙ୍କୁ ମୋଦି ଜୀ ବୋଲି ମଧ୍ୟ ସମ୍ବୋଧନ କରିଛନ୍ତି। ସେଦିନ ମୋଦି କହିଥିବା ଜନସଂଖ୍ୟା ବୃଦ୍ଧି, ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଆଦିକୁ ଶତ୍ରୁଘ୍ନ ଖୁବ୍‌ ପ୍ରଶଂସା କରିବା ସହ ମୋଦିଙ୍କ ସାହସକୁ ସାଲ୍ୟୁଟ କରିବା କଥା ମଧ୍ୟ ଲେଖିଛନ୍ତି। ଏବେ ଶତ୍ରୁଘ୍ନଙ୍କର ଏହି ଟୁଇଟକୁ ନେଇ ଆଲୋଚନା ଓ ସମାଲୋଚନା ଆରମ୍ଭ ହୋଇଗଲାଣି। ରାଜନୈତିକ ମହଲରେ ଚାପା ଗୁଞ୍ଜରଣ ହେଉଛି କି ଶତ୍ରୁଘ୍ନଙ୍କୁ କଂଗ୍ରେସ ତଡି ଦେବନି ତ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା

ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା‘କକ୍ରୋଚ ଜନତା ପାର୍ଟି’, NEET ପ୍ରସଙ୍ଗରେ ଆତ୍ମହତ୍ୟା କରିଥିବା ପିଲାଙ୍କ ପାଇଁ ସରକାରଙ୍କ ନିକଟରେ କଲା ପ୍ରମୁଖ ଦାବି

ନୂଆଦିଲ୍ଲୀ,୧୯।୬: NEET ପେପର୍‌ ଲିକ ବିବାଦ ମଧ୍ୟରେ, ଆତ୍ମହତ୍ୟା ମାମଲା ସମ୍ପର୍କରେ ରାଜନୈତିକ ଏବଂ ସାମାଜିକ ଚାପ ବଢୁଛି। କୋକ୍ରୋଚ ଜନତା ପାର୍ଟି (CJP) ଏହି ପ୍ରସଙ୍ଗରେ…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି…

ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍‌ LNG

ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨…

୫୬ ତମ ଜନ୍ମଦିନରେ ରାହୁଲଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ମୁଁ ତାଙ୍କର…

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ…

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri