କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ ମାମଲା ବୁଝିବାକୁ ଯାଇଥିବା ଯୁବକଙ୍କୁ ମାଡ଼ ମାରି ହାଜତରେ ରଖିବା ଅଭିଯୋଗରେ ପୋଲିସ ଡିଜି ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଏ ନେଇ ଏସ୍‌ପି ଅନୁପମା ଜେମ୍ସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri