କଞ୍ଚା ଆମ୍ବ ଖାଇଲେ ଦୀପିକା: କ’ଣ ଖୁସି ଖବର ବୋଲି ପଚାରିଲେ ପ୍ରଶଂସକ

ବଲିଉଡ୍‌ର ଚର୍ଚ୍ଚିତ ଯୋଡି ମଧ୍ୟରୁ ଅନ୍ୟତମ ହେଉଛନ୍ତି ଦୀପିକା ପାଦୁକୋନ ଓ ରଣବୀର ସିଂହ। ପ୍ରଶଂସକମାନେ ଏହି ଯୋଡିକୁ ବେସ୍‌ ପସନ୍ଦ କରୁଛନ୍ତି। ଏହି ଯୋଡିଙ୍କ ବିବାହକୁ ଇତିମଧ୍ୟରେ ବର୍ଷେ ବିତିଯାଇଛି। ତେବେ ପ୍ରଶଂସକମାନେ ତାଙ୍କଠାରୁ ଖୁସି ଖବର ଶୁଣିବାକୁ ଚାହିଁ ବସିଛନ୍ତି। ଇତିମଧ୍ୟରେ ଦୀପିକା ଏମିତି ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଯାହାକୁ ଦେଖିବା ପରେ ପ୍ରଶଂସକମାନେ ତାଙ୍କୁ ପ୍ରଶ୍ନ କରିବା ଆରମ୍ଭ କରିଦେଇଛନ୍ତି।
ପ୍ରକୃତ କଥା ହେଲା ଦୀପିକା କଟା ଯାଇଥିବା କଞ୍ଚା ଆମ୍ବର ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏହା ସହ ସେ କ୍ୟାପ୍‌ସନ ମଧ୍ୟ ଲେଖିଛନ୍ତି, ଏହା ସବୁଠାରୁ ବେଷ୍ଟ। ବାକି ସବୁଠାରୁ ବହୁତ ଭଲ। ଏହାକୁ ଦେଖିବା ପରେ ପ୍ରଶଂସକମାନେ ଆଉ ଚୁପ୍‌ ବସିପାରିଲେ ନାହିଁ। ପ୍ରଶ୍ନ ପରେ ପ୍ରଶ୍ନ ତାଙ୍କୁ ପଚାରିବା ଆରମ୍ଭ କରିଦେଇଛନ୍ତି। ଜଣେ ପ୍ରଶଂସକ ଲେଖିଛନ୍ତି, କ’ଣ ଦୀପିକା ଗର୍ଭବତୀ ଅଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି । ସେହିପରି ଆଉ ଜଣେ ଖୁସିର ସମୟ ଆସିଥିବା ଲେଖିଛନ୍ତି। ଦୀପିକା ଓ ରଣବୀର ଏହାର ଉତ୍ତର ଦେଇସାରିଥିଲେ ମଧ୍ୟ ସେମାନେ ମାନିବାକୁ ନାରାଜ ଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri