ବ୍ରହ୍ମପୁର ଅଫିସ୍,୨୬ା୨-ବ୍ରହ୍ମପୁରର ମେଦିରୀ ସଂପ୍ରଦାୟକ ଲୋକେ ପୂର୍ବରୁ ବାଉଁଶରେ ବିଭିନ୍ନ ପ୍ରକରର ସାମଗ୍ରୀ ତିଆରି କରି ନିଜ ପରିବାର ପ୍ରତିପୋଷଣ କରୁଥିଲେ। ହେଲେ ବର୍ତ୍ତମାନ ସମୟରେ ପ୍ଲାଷ୍ଟିକ, ପଲିଥିନର ବ୍ୟବହାର ଯୋଗୁ ଏସବୁ ସାମଗ୍ରୀର ଚାହିଦା କମିବାରେ ଲାଗିଛି। ଯଦ୍ଦ୍ବାରା ଏହାକୁ କୌଳିକ ବୃତ୍ତି ଭାବେ ଧରି ନେଇଥିବା ଲୋକେ ଏଥିରୁ ଦୂରେଇ ଯିବାକୁ ବାଧ୍ୟ ହେଉଛନ୍ତି। ସହରର ଟାଟାବେଞ୍ଜ ଛକ, ଗିରିମାର୍କେଟ, ସୁବାରାଓ ଛକ, ଠାକୁରାଣୀ ମନ୍ଦିର ସାହି, ଏସ୍ଏନ୍ଟି ରୋଡ଼ ଆଦି ସ୍ଥାନରେ ବାଉଁଶ ପାତରେ ତିଆରି ବିଭିନ୍ନ ସାମଗ୍ରୀ, ଘରୋଇ ଉପକରଣ ଓ ସାଜସଜ୍ଜା ଲାଗି ଉଦ୍ଦିଷ୍ଟ ଜିନିଷସବୁ ଦେଖିବାକୁ ମିଳୁଛି। ଟୋକେଇ, କୁଣ୍ଡି, ଚାଙ୍ଗୁଡ଼ି, ଚାଉଳଧୁଆ ଡାଲା, ତାଟି ଆଦି ବିକ୍ରି କରାଯାଉଥିଲେ ମଧ୍ୟ ବଜାରରେ ପ୍ଲାଷ୍ଟିକରେ ଠିକ ଏଭଳି ଜିନିଷସବୁ କମ୍ ଦାମରେ ମିଳୁଥିବାରୁ ବାଉଁଶ ସାମଗ୍ରୀକୁ ଲୋକେ ଆଗ୍ରହ ଦେଖାଉନାହାନ୍ତି । କେବଳ ବାହାଘର ଓ ଅନ୍ୟାନ୍ୟ ମାଙ୍ଗଳିକ କାର୍ଯ୍ୟ ସମୟରେ ଅଳ୍ପ ମାତ୍ରାରେ ବ୍ୟବହାର ହେଉଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ଯଥେଷ୍ଟ ପରିମାଣର ବାଉଁଶ ଆଉ ମିଳୁନି। ଏସବୁ କାରଣରୁ କୌଳିକ ବୃତ୍ତିରୁ ଦୂରେଇ ଯିବାକୁ ପଡୁଛି ବୋଲି ବ୍ୟବସାୟୀମାନେ କହିଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
Archives


