କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ ନମୁନା ପରୀକ୍ଷା କରାଯାଉଛି। କଟକ ସହରରେ ଥିବା ଥାନା କର୍ମଚାରୀଙ୍କ ନିୟମିତ ସ୍କ୍ରିନିଂ ଚାଲିଛି। ଏକ ଘରୋଇ ହସ୍ପିଟାଲ୍‌ ସହଯୋଗରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ଯେଉଁମାନଙ୍କ ପାଖରେ ଛିଙ୍କ, ଥଣ୍ଡା, ଜ୍ଜର ଭଳି ଲକ୍ଷଣ ଦେଖାଦେଉଛି, ସେମାନଙ୍କର ସ୍ବାବ୍‌ ପରୀକ୍ଷା ହେଉଛି। ମଙ୍ଗଳବାର କ୍ୟାଣ୍ଟନ୍‌ମେଣ୍ଟ ଥାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ଥାନା ସହ ଅନ୍ୟ କେତେକ ଥାନାକୁ ମିଶାଇ ଏଯାବତ୍‌ ମୋଟ ୬୬ ଜଣ ପୋଲିସ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଥିବା ଡିସିପିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। କଟକ ଡିସିପି ଅଖିଳେଶ୍ୱର ସିଂଙ୍କ କହିବାନୁଯାୟୀ, କାର୍ଯ୍ୟ ସମୟରେ ସୁରକ୍ଷିତ ଓ ସଚେତନ ରହିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି। ଆମ ପାଇଁ ସମସ୍ତ ପୋଲିସ କର୍ମଚାରୀଙ୍କ ସ୍ବାସ୍ଥ୍ୟ ରକ୍ଷା ଗୁରୁତ୍ୱପୂର୍ଣ୍ଣ। ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ଲକ୍ଷଣ ଥିଲେ କରୋନା ପରୀକ୍ଷା ହେଉଛି। ବୟସ୍କଙ୍କ କାର୍ଯ୍ୟକୁ ସୀମିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri