କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ ଆସି ନ ଥିବାରୁ ଷ୍ଟେଶନ ପରିସର ଖାଁ ଖାଁ ହୋଇପଡ଼ିଛି। ତେବେ କଟକ ଦେଇ ଚଳାଚଳ କରୁଥିବା ରାଜଧାନୀ ଏକ୍ସପ୍ରେସ, ଫଲକନାମା ଏକ୍ସପ୍ରେସ, ଧଉଳି ଏକ୍ସପ୍ରେସ, ହମସଫର ଏକ୍ସପ୍ରେସ ସହ ଅନୁଗୋଳ-ପୁରୀ ମେମୁ, ଇଚ୍ଛାପୁର-କଟକ ମେମୁ, କଟକ-ପାରାଦୀପ ମେମୁ ଟ୍ରେନ ବାତିଲ ହୋଇଯାଇଛି। ଅନ୍ୟପଟେ ରେଳବାଇ ପୋଲିସ ପକ୍ଷରୁ ଷ୍ଟେଶନ ପରିସରରେ ପହରା ଦିଆଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri