କଟକଣା ମାନି ରଥଯାତ୍ରା ଆୟୋଜନ ହେଉ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସ୍ଥିତିରେ ପୁଣିଥରେ ରଥଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କରୋନା ପାଇଁ ରଥଯାତ୍ରା ସମ୍ପୂର୍ଣ୍ଣ ବନ୍ଦ ନ କରି କଟକଣା ମଧ୍ୟରେ ଆୟୋଜନ କରିବା ଲାଗି ନିଯୋଗ ପକ୍ଷରୁ ଅନୁରୋଧ କରାଯାଇଛି। କେଉଁଭଳି କଟକଣା କଲେ ଜୀବନ ସୁରକ୍ଷିତ ସାଙ୍ଗକୁ ରଥଯାତ୍ରା ସମ୍ପନ୍ନ ହୋଇପାରିବ ସେ ନେଇ ନିଯୋଗ କେତେକ ପ୍ରସ୍ତାବ ମଧ୍ୟ ଦେଇଛି।
ପୁରୀ ଗ୍ରୀନ୍‌ ଜୋନ୍‌ରେ ଥିବାରୁ ରଥଯାତ୍ରା କରାଯାଉ। ଏହାଦ୍ୱାରା ପରମ୍ପରା ରକ୍ଷା କରାଯାଇପାରିବ। ଏବେ ବି ସମୟ ଅଛି, ରଥ ନିର୍ମାଣ ପାଇଁ ଅନୁମତି ଦିଆଗଲେ ଠିକଣା ସମୟକୁ ତିନିରଥ ପ୍ରସ୍ତୁତ ହୋଇଯିବେ। ରଥଖଳାକୁ ନିୟମିତ ସାନିଟାଇଜ କରାଯିବା ସହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନଙ୍କ କୋଭିଡ୍‌ ଟେଷ୍ଟ ସାଙ୍ଗକୁ ଘରେ ସେମାନେ ସଙ୍ଗରୋଧ ରହିବେ। ସରକାରଙ୍କ ସବୁ କଟକଣାକୁ ମାନି ରଥଯାତ୍ରା ଆୟୋଜନ କରିବା ଲାଗି ନିଯୋଗ ଏଭଳି ପ୍ରସ୍ତାବ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି। ସୂଚନାଥାଉ କି ପୂର୍ବରୁ ମଧ୍ୟ ଦଇତାପତି ନିଯୋଗ ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri