କଟକଣା ସତ୍ତ୍ୱେ ସାନଘାଗରାରେ ଅସୁରକ୍ଷିତ ଫଟୋ ଉଠା

କେନ୍ଦୁଝର, ୩ା୧ (ସ୍ବ.ପ୍ର.)-ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକରେ ସେଲଫି ଫଟୋ ଉଠା ଉପରେ କଟକଣା କରାଯାଇଛି। ଏହା ଛଡା ବାରିକେଡ ବ୍ୟବସ୍ଥା କରାଯାଇ ସତର୍କତା ସୂଚନା ଫଳକ ମରାଯାଇଛି । ଏହା ସତ୍ତ୍ୱେ ଉପଯୁକ୍ତ ତଦାରଖ ଅଭାବରୁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ବିଶେଷ କରି ବିପଦପୂର୍ଣ୍ଣ ଜଳପ୍ରପାତ ଗୁଡ଼ିକରେ ସେଲଫି ଉଠାଉଥିବାରୁ ସବୁବେଳେ ଅଘଟଣ ଆଶଙ୍କା ରହୁଛି। ଏଭଳି ରାଜ୍ୟ ପ୍ରସିଦ୍ଧ କେନ୍ଦୁଝର ଜିଲା ସାନଘାଗରା ଜଳ ପ୍ରପାତରେ ଦେଖିବାକୁ ମିଳିଛି । ନୂଆ ବର୍ଷ ଉପଲକ୍ଷେ ଏହି କେନ୍ଦ୍ରକୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ ହେଉଛି । ପ୍ରାକୃତିକ ଜଙ୍ଗଲ ଓ ପରିବେଶର ମନୋରମ ଦୃଶ୍ୟକୁ ବୁଲିବା ସହ ଜଳପ୍ରପାତ ବୁଲିବାକୁ ରାଜ୍ୟ ଓ ରାଜ୍ୟ ବାହାର ପର୍ଯ୍ୟଟକ ଆସୁଛନ୍ତି । ମନୋରମ ଦୃଶ୍ୟକୁ ଓ ସ୍ମୃତିକୁ ସାଉଁଟି ନେବା ପାଇଁ କ୍ୟାମେରାରେ ଫଟୋ ଉଠାଉଛନ୍ତି ଏବଂ ସେଲଫି ନେଉଛନ୍ତି। ତେବେ ସାନଘାଗରାରେ ଆଗରୁ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଜଳପ୍ରପାତ ପରିସୀମାକୁ ଷ୍ଟିଲ ବାଡ ଦେଇ ଗାଧୋଇବା ପାଇଁ କଟକଣା କରାଯାଇଛି । କିନ୍ତୁ ଏହା ସତ୍ତ୍ୱେ ପାହାଡ ଉପରେ ଯେଉଁ ଭଳି ଭାବରେ ଉଠି ଫଟୋ ନେଉଛନ୍ତି, ସବୁବେଳେ ବିପଦ ଆଶଙ୍କା ରହୁଛି । ଜଗାରଖା କରୁଥିବା ସୁରକ୍ଷା କର୍ମୀ ମାନେ ଏସବୁକୁ ଧ୍ୟାନ ଦେଉନାହାନ୍ତି କିମ୍ବା ତାଗିଦ କରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଝଟକା: ମମତାଙ୍କ ହାତରୁ ଚାଲିଯିବ ଟିଏମସି! ହଠାତ୍‌ ୫୦ରୁ ଅଧିକ ବିଧାୟକ ବାଚସ୍ପତିଙ୍କ ନିକଟରେ ପହଞ୍ଚି…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ, ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଭିତରେ ଥିବା ବିବାଦ ଏବେ ସାମ୍ନାକୁ ଆସିଛି। ରାଜ୍ୟର ରାଜନୈତିକ…

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri