କଟକଣାକୁ ଅଣଦେଖା: ପରିବା ମାକେର୍ଟରେ ଭିଡ଼

ଚଣ୍ଡିଖୋଲ,୪ା୪(ଡି.ଏନ୍.ଏ.)-କରୋନା ଭାଇରସ୍ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶକୁ ଲକଡାଉନ କରାଯାଇଛି। ସମଦୂରତ୍ୱ ରକ୍ଷା ପାଇଁ ଜୋର ଦିଆଯାଉଛି। କିନ୍ତୁ ଯାଜପୁର ଜିଲା ବଡ଼ଚଣା ବ୍ଲକର ବାଲିଚନ୍ଦ୍ରପୁରସ୍ଥିତ ପରିବା ମାର୍କେଟରେ ଶନିବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବାଲିଚନ୍ଦ୍ରପୁରଠାରୁ ୧୨ କିମି ଦୂର ବ୍ରହ୍ମବରଦାରେ ଶୁକ୍ରବାର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେଣୁ ଲକଡାଉନ୍ କଟକଣାକୁ ପାଳନ କରିବା ଜରୁରୀ ହୋଇପଡ଼ିଛି। କିନ୍ତୁ କେତେଜଣ ଏହାକୁ ମାନୁ ନ ଥିବାରୁ ଅନ୍ୟମାନଙ୍କ ପ୍ରତି ବିପଦ ଆଶଙ୍କା ରହିଛି। ବାଲିଚନ୍ଦ୍ରପୁରଠାରେ ଏଭଳି ଭିଡ଼କୁ କମାଇବା ପାଇଁ ପ୍ରଶାସନ ନିକଟରେ ସଚେତନ ନାଗରିକମାନେ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri