କଟକରୁ ୧୪ ଶହ ବାଇକ ଜବତ, ୨ ଲକ୍ଷ ଜରିମାନା ଆଦାୟ

କଟକ ଅଫିସ,୭।୪: କରୋନା(କୋଭିଡ-୧୯) ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ବାଇକ ନ ନେବାକୁ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଲୋକେ ଏହାକୁ ମାନୁ ନାହାନ୍ତି। କଟକରେ ଏହି କଟକଣା ଲଗାତାର ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳୁଛି। ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ମଧ୍ୟରେ ୧୪୦୮ଟି ବାଇକ୍‌ ଜବତ ହୋଇଛି। ଉକ୍ତ ଗାଡ଼ି ମାଲିକଙ୍କଠାରୁ ଜରିମାନା ଆକାରରେ ୨ ଲକ୍ଷ ୧୧ହଜାର ୫ଶହ ଟଙ୍କା ଆଦାୟ ହୋଇଛି। ତେବେ ବିଭିନ୍ନ ଥାନାରେ କଟକଣା ଉଲ୍ଲଂଘନ ନେଇ ୪ଟି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?