କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ ଚାଲିଥିବା ବେଳେ ମଂଗଳାବାଗ ଥାନା ପୋଲିସ ସେଠାରେ ପହଞ୍ଚିଥିଲା। ଉଭୟ ଗୋଷ୍ଠୀ ପକ୍ଷରୁ ଥାନା ପିସିଆର ଉପରକୁ ଢେଲାମାଡ ହୋଇଥିଲା। ତେବେ ସେଠାରେ ଅଧିକ ଫୋର୍ସ ପହଁଞ୍ଚିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା । ଖବର ଲେଖା ଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରେ ଡିସିପି ଅଖିଲେଶ୍ୱର ସିଂଙ୍କ ସମେତ ଅନେକ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଏହି ଘଟଣାରେ ଦଶରୁ ଅଧିକ ଲୋକଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି ।
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…
କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍ ପ୍ରଶାସନ
ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…
Archives

