କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୩ଟି ଟିମ୍‌ ଗଠନ କରାଯାଇଛି। ବିଶେଷକରି ବ୍ୟବସାୟୀ ପ୍ରତିଷ୍ଠାନ ଗୁଡିକରେ ସାମାଜିକ ଦୂରତା ଏବଂ ମାସ୍କ ପରିଧାନ ଉଲ୍ଲଂଘନ ହେଲେ ଏହି ଟିମ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
ସହରର ୧୩ଟି ଥାନା ଅଞ୍ଚଳକୁ ତିନି ଭାଗରେ ବିଭକ୍ତ କରାଯାଇ ଏହି ୩ଟି ଟିମ୍‌କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ବ୍ୟବସାୟୀ ପ୍ରତିଷ୍ଠାନଗୁଡିକ ପାଇଁ ମଧ୍ୟ ଗାଇଡ଼ଲାଇନ୍‌ ଜାରି କରାଯାଇଛି। ସାମାଜିକ ଦୂରତା, ମାସ୍କ ପରିଧାନ ଏବଂ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ବ୍ୟବସାୟୀ ପ୍ରତିଷ୍ଠାନଗୁଡିକ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ହାଇ-ଏଥାନଲ ପେଟ୍ରୋଲରୁ ଏକ୍ସସାଇଜ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆ (West Asia)ରେ ଜାରି ରହିଥିବା ଯୁଦ୍ଧ ଏବଂ ଉତ୍ତେଜନା କାରଣରୁ ବିଶ୍ୱ ଶକ୍ତି ବଜାର (Global Energy Market)ରେ ସୃଷ୍ଟି ହୋଇଥିବା ହାହାକାର…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ଭାରତ ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ: ହର୍ମୁଜ ପ୍ରଣାଳୀ ବନ୍ଦ ପରେ ଏବେ ବଢିବ…

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆରେ ଉତ୍ତେଜନା ଏବଂ ସଙ୍କଟ ବିଶ୍ୱବ୍ୟାପୀ ଅସ୍ଥିରତା ସୃଷ୍ଟି କରିଛ ଭାରତ ଏହି ପରିସ୍ଥିତିରୁ ମୁକ୍ତ ନୁହେଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା, ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ଫାଇଲ ଗାଏବ

ଭୁବନେଶ୍ୱର,୧୧।୬ (ପ୍ରସନଜିତ୍‌ ସାହୁ): କନ୍ଧମାଳ ଜଲେଶପେଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ହତ୍ୟା ଘଟଣାକୁ ନେଇ ଏ. ଏସ୍‌. ନାଇଡୁ କମିଶନ ତଦନ୍ତ କରି ସରକାରଙ୍କୁ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri