Posted inଜାତୀୟ

କଡ଼କଡ଼ଡ଼ୋମା କୋର୍ଟରେ ପୋଲିସଙ୍କୁ ପିଟିଲେ ଆଇନଜୀବୀ

ନୂଆଦିଲ୍ଲୀ,୪।୧୧: ତିସ୍‌ ହଜାରୀ କୋର୍ଟରେ ପୋଲିସ ଏବଂ ଆଇଜୀବୀଙ୍କ ମଧ୍ୟରେ ଉତ୍ତେଜନା ଯୋଗୁ ସୋମବାର ଆଇନଜୀବୀମାନେ ହରତାଳ କରିଛନ୍ତି। ସ୍ଥାନୀୟ କଡ଼କଡ଼ଡ଼ୋମା କୋର୍ଟରେ କେତେକ ଆଇନଜୀବୀ ଜଣେ ପୋଲିସଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ଖବର ପାଇ ଉଚ୍ଚ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri