କଡ଼ାକଡ଼ି ସୁରକ୍ଷା ମଧ୍ୟରେ ବଲାଙ୍ଗୀର ୧୫୪ଟି କେନ୍ଦ୍ରରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ବଲାଙ୍ଗୀର ଅଫିସ,୧୯।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲାର ୧୫୪ଟି ପରୀକ୍ଷା କେନ୍ଦ୍ରରେ ଛ୍ରାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସକାଳ ୯ଟାରେ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପରୀକ୍ଷା ଆରମ୍ଭ ହୋଇ ଥିବା ବେଳେ ୪ଟି ସ୍କ୍ବାଡ ସହ ୧୪ଟି ବ୍ଲକସ୍ତରୀୟ ସ୍କ୍ବାଡ ପରୀକ୍ଷା କେନ୍ଦ୍ରଗୁଡିକ ଉପରେ ନଜର ରଖିଥିବା ଡିଇଓ ଧ୍ରୁବ ଚରଣ ବେହେରା କହିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବାରୁ ଛାତ୍ରୀଛାତ୍ରମାନଙ୍କ କୌଣସି ସମସ୍ୟା ଉପୁଜିବ ନାହିଁି ବୋଲି ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri