କ’ଣ ଆପଣଙ୍କ ସଫଳତା ଦେଖି ଚିଡୁଛନ୍ତି କି ପାର୍ଟନର..

ଅନେକ ସମୟରେ ଆପଣଙ୍କ ସଫଳତାରେ ପାର୍ଟନର ଖୁସି ହେବା ଅପେକ୍ଷା ଅଧିକ ଚିଡ଼ିବା ଭଳି ମନେ ହୋଇଥାଏ। ଏଥିଯୋଗୁ ଉଭୟଙ୍କ ଭିତରେ ମନୋମାଳିନ୍ୟ ସୃଷ୍ଟି ହେବା ସହ ସମ୍ପର୍କରେ ଧୀରେ ଧୀରେ ଦୂରତ୍ୱ ବୃଦ୍ଧି ପାଇଥାଏ। ଶେଷରେ ଏହା ସମ୍ପର୍କକୁ ଶେଷ କରି ଦେଇଥାଏ।
ସାଙ୍ଗରେ ରହୁଥିବା ବେଳେ ଜଣଙ୍କର ସଫଳତା ସର୍ବଦା ଅନ୍ୟ ଜଣଙ୍କୁ କଷ୍ଟ ଦେଇଥାଏ। ଯଦି ଏଭଳି କିଛି ସମସ୍ୟା ଆପଣଙ୍କ ସହ ହେଉଅଛି, ତେବେ ବେଳ ଥାଉଥାଉ ଏହି ବିଷୟରେ କଥାବାର୍ତ୍ତା କରିନେବା ଉଚିତ। ଫଳରେ ସମ୍ପର୍କ ବଦଳରେ ଦୁହିଙ୍କ ମଧ୍ୟରେ ସ୍ନେହ, ସମ୍ମାନ ବଢ଼ିଥାଏ।
ପ୍ରଥମେ ପାର୍ଟନରଙ୍କ ଚିଡିବା କାରଣ କ’ଣ ହୋଇପାରେ ଜାଣନ୍ତୁ। ଅନେକ ସମୟରେ ସଫଳତା ଆଳରେ ଭୁଲ୍‌ ରାସ୍ତାରେ ଚାଲିଯିବାର ଆଶଙ୍କା ପାର୍ଟନରଙ୍କୁ ଲାଗୁଥାଇପାରେ। ଏଣୁ ଉଭୟଙ୍କୁ ଉକ୍ତ ବିଷୟରେ ଶାନ୍ତ ଭାବେ କଥା ହେବାକୁ ପଡ଼ିବ। ଏହାର ସମାଧାନ ଉଭୟଙ୍କ ମନରେ ଉଭୟଙ୍କ ପାଇଁ ସମ୍ମାନ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri