କ’ଣ କରୁଛନ୍ତି ପରିଣୀତି

ପରିଣୀତି ଚୋପ୍ରା ଏବେ କ’ଣ କରୁଛନ୍ତି ? ଯେହେତୁ ଶୁଟିଂ ନାହିଁ ସେ ନିଶ୍ଚୟ ପରିବାର ସହ ସମୟ କଟାଉଥିବେ। ହେଲେ ଏହି ବ୍ରେକ୍‌ ସମୟରେ ସେ ଫରେନ୍‌ ଟୁରରେ ଅଛନ୍ତି। ଅର୍ଥାତ୍‌, ବର୍ତ୍ତମାନ ପରିଣୀତି ଅଷ୍ଟ୍ରିଆରେ ଡେରା ପକାଇଛନ୍ତି। ସେଠାକାର ଟୁରିଷ୍ଟ ସ୍ପଟ୍‌ ବୁଲି ତାହାର ମଜା ନେଉଛନ୍ତି। ନିକଟରେ ସେ ଫରେନ ଟୁର୍‌ର କିଛି ଫଟୋ ସୋସିଆଲ ମିଡିଆରେ ଅପଲୋଡ୍‌ କରିଛନ୍ତି, ଯାହା ବେଶ୍‌ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri