କଣିହାଁ କୋଇଲା ଖଣିରେ ଗଣ୍ଡଗୋଳ, ମାମଲା ରୁଜୁ

କଣିହାଁ,୨୧ା୧(ଡି.ଏନ.ଏ.)- ଏମ୍‌ସିଏଲ୍‌ର ଅନୁଗୋଳ ଜିଲା କଣିହାଁ କୋଇଲା ଖଣିରେ ପରିବହନ ବ୍ୟବସ୍ଥାକୁ ନେଇ ସୋମବାର ଉତ୍ତେଜନା ସୃଷ୍ଟି ଦେଖାଦେଇଥିଲା। ବାରମ୍ବାର ପ୍ରତିଶ୍ରୁତି ସତ୍ତ୍ୱେ ଖଣି କର୍ତ୍ତୃପକ୍ଷ ସମାଧାନ ବ୍ୟବସ୍ଥା କରୁ ନ ଥିବାରୁ ଉଚ୍ଚବାଚ ସହ ହାତାହାତି ହୋଇଥିଲା। ଏ ନେଇ କଣିହାଁ ଥାନାରେ ମାମଲା ରୁଜୁ ହୋଇଛି। ଏଥିଯୋଗୁ ଅନେକ ସମୟ ପର୍ଯ୍ୟନ୍ତ ଖଣି କାର୍ଯ୍ୟ ଅଚଳ ହୋଇପଡ଼ିଥିଲା। ବୁଝାଶୁଝା ପରେ ସାରେ ଖଣି କାର୍ଯ୍ୟ ସ୍ବଭାବିକ ହୋଇଛି। ଏ ନେଇ କଣିହାଁ କୋଇଲା ଖଣି ଜିଏମ୍‌ ନାରାୟଣ ଦାସ ଓ ପ୍ରକଳ୍ପ ଅଧିକାରୀ ନାରାୟଣ ପ୍ରସାଦ ମହାପାତ୍ରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ମତାମତ ମିଳିପାରି ନାହିଁ। କଣିହାଁ ଥାନା ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ କହିଛନ୍ତି, ପରିବହନ ବ୍ୟବସ୍ଥାକୁ ନେଇ ଉଚ୍ଚବାଚ ହୋଇଥିଲା। ପି.ଓ ଦାସଙ୍କ ଅଭିଯୋଗକ୍ରମେ ତୁଳସୀ ପ୍ରଧାନ ଓ ଅନ୍ୟମାନଙ୍କ ନାମରେ ନଂ. ୯/୨୦ରେ ସୋମବାର ମାମଲା ରୁଜୁ ହୋଇଛି। ବୁଝାଶୁଝା ପରେ ଖଣିକାର୍ଯ୍ୟ ସ୍ବାଭାବିକ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri