କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍ ଠାକ୍ ଭାବେ ପାଳନ ହେଉଛି କି ନାହିଁ ତାହା ପରଖିବା ପାଇଁ ବଲାଙ୍ଗୀର ଏସପି ସନ୍ଦୀପ ମାଡକର କଣ୍ଟାବାଞ୍ଜି ବିଭିନ୍ନ ଥାନା ଅଞ୍ଚଳ ବୁଲିଛନ୍ତି। ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ରଖିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ସହରରେ ମାସ୍କ ପିନ୍ଧି ନ ଥିବା କେତେ ଜଣ ବ୍ୟକ୍ତିଙ୍କୁ ପୋଲିସ ଜରିମାନା କରିଥିଲା। ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ ଔଷଧ ନ ଦେବାକୁ ଦୋକାନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏସ୍ଡିପିଓ ସରୋଜ କୁମାର ମହାପାତ୍ର, ଆଇଆଇସି ବିଜୟାନନ୍ଦ କରକରା, ସବ୍ ଇନ୍ସପେକ୍ଟର ତନ୍ମୟ ମୁର୍ମୁ, ଏଏସଆଇ ସୁନ୍ଦରମଣି ବେହେରା ଓ ଝସ ପୋଢ ପ୍ରମୁଖ ଏସପିଙ୍କ ସହ ସାମିଲ ହୋଇଥିଲେ।
Posted inHome, ଆମ ଜିଲା ଖବର, ବଲାଙ୍ଗୀର View All
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ
ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…
‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ
ନୂଆଦିଲ୍ଲୀ,୧୨।୪: ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…
କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….
ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…
ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ
ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…
ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…
ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…
US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ
ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…
ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ
ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…
Archives

