ବଲାଙ୍ଗୀର ଅଫିସ, ୨୫ା୫
ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି । ସେ ୬୪,୨୪୬ ଖଣ୍ଡ ଭୋଟେ ପାଇଥିତ୍ବାବେଳେ ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗ ୬୪,୧୧୮ ଖଣ୍ଡ ଭୋଟ ପାଇଥିଲେ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାଲିଥିଲା । ତେବେ ଶେଷରେ ୧୨୮ ଖଣ୍ଡର ଥ୍ରୀଲିଙ୍ଗ ଭିକ୍ଟ୍ରିରେ ସନ୍ତୋଷ ସିଂ ସାଲୁଜା ବାଜି ମାରି ନେଇଥିଲେ । ଏହି ଭୋଟ ବ୍ୟବଧାନକୁ ଓଡିଶାର ସର୍ବନିମ୍ନ ଭୋଟ ବ୍ୟବଧାନ ଭାବେ ଗଣାଯାଉଛି ।
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…
ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…
ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…
ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା
ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…
କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…
ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…
ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…
ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ
ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…
Archives

