କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର ନିଷ୍ପତ୍ତି ପ୍ରକାରେ ମଙ୍ଗଳବାର ସନ୍ଧ୍ୟାରେ ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ, ବିଡିଓ ଫାଲ୍‌ଗୁନି ମାଝି ଗଁାର ସମସ୍ତ ରାସ୍ତା ସିଲ୍‌ କରିଥିଲେ। ସଂକ୍ରମଣ ଆଶଙ୍କା ଥିବାରୁ ବୁଧବାର ଲିଆଖାଇକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିବା ଚିକିଟି ଅତିରିକ୍ତ ତହସିଲ୍‌ଦାର ଡଃ. ଶକ୍ତିପ୍ରସାଦ ଶ୍ରୀଚନ୍ଦନ କହିଛନ୍ତି। ବ୍ରହ୍ମପୁର ବଡ ମେଡିକାଲର ଏକ ଟିମ୍‌ ଅପରାହ୍ନରେ ଗଁାରେ ପହଞ୍ଚତ୍ ୭୯ ଜଣଙ୍କର ସ୍ବାବ୍‌ ନମୂନା ସଂଗ୍ରହ କରିଛନ୍ତି। ଗ୍ରାମକୁ ସାନଟାଇଜ୍‌ ମଧ୍ୟ କରାଯାଇଛି। ଗଁାରୁ କେହି ବାହାରକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ା ଅତ୍ୟାବଶ୍ୟକ ସାମଗ୍ରୀ ଓ ସ୍ବାସ୍ଥ୍ୟସେବା ସମ୍ପର୍କତ ସୁବିଧା ବ୍ଲକ୍‌ ତରଫରୁ ଯୋଗାଇ ଦିଆଯିବ। ପରବର୍ତ୍ତୀ ନିର୍ଦ୍ଦେଶ ପଯର୍‌ୟନ୍ତ ଗ୍ରାମର ପ୍ରତ୍ୟେକ ପରିବାର ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri