କଣ୍ଟେନମେଣ୍ଟ ଜୋନ୍‌ରେ ମାସ୍କ ବଣ୍ଟନ ସହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଯାନ ବ୍ୟବସ୍ଥା

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ଦୁଇ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଥିବା ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ ବିଧାୟକ ପ୍ରଫୁଲ ସାମଲ ବ୍ୟକ୍ତିଗତ ଭାବେ ଦଶ ହଜାର ମାସ୍କ ସହ ରୋଗୀ ମାନଙ୍କୁ ନେବା ଆଣିବା କରିବାକୁ ଗୋଟିଏ ସ୍ବତନ୍ତ୍ର ଯାନର ବ୍ୟବସ୍ଥା କରିଛନ୍ତି। ଉଭୟ ମାସ୍କ ଓ ଯାନ ସ୍ଥାନୀୟ ବିଡିଓଙ୍କୁ ପ୍ରଦାନ କରାଯାଇଛି। ବିଡିଓ ଉମେଶ ଚନ୍ଦ୍ର ମଲିକ, ତେସିଙ୍ଗା ପଞ୍ଚାୟତ ସରପଞ୍ଚ ପ୍ରତିନିଧି ରାଜେନ୍ଦ୍ର ଖଣ୍ଡାଇ ଓ ରହଣିଆ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ବିରେନ୍ଦ୍ର ନାୟକଙ୍କୁ ମାସ୍କ ବିତରଣ ପାଇଁ ହସ୍ତାନ୍ତର କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri