କଣ୍ଠଶିଳ୍ପୀ ଅସୀମା ବାଣ୍ଟିଲେ ମାସ୍କ

ଢେଙ୍କାନାଳ ଅଫିସ, ୬।୫ – ଢେଙ୍କାନାଳର ଯୁବ ଅନୁଷ୍ଠାନ ବଜରଙ୍ଗ କ୍ଲବ ପକ୍ଷରୁ ହିନ୍ଦୋଳ ବ୍ଲକର ଦୁର୍ଗମ ଦଣ୍ଡିରି ପଞ୍ଚାୟତରେ ସହାୟତା ପହଞ୍ଚତ୍ଛି। କ୍ଲବର ନୂତନ ସଦସ୍ୟ ତଥା କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗ୍ରାମବାସୀଙ୍କୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରିଥିଲେ। କନକା ଗ୍ରାମବାସୀଙ୍କୁ ରନ୍ଧାଖାଦ୍ୟ ସମେତ ଚୁଡ଼ା, ଚିନି, ବିସ୍କୁଟ୍‌, ଡାଲି, ତେଲ, ଅଟା ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରାଯାଇଥିଲା। ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବରିଷ୍ଠଙ୍କୁ ପୋଷାକ ଦିଆଯାଇଥିଲା। ଏଥିସହ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ରହିଥିବା ବିଭିନ୍ନ ଉପାୟ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା।
ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ସରପଞ୍ଚ ସନ୍ତୋଷ ସାହୁ, ସମିତିସଭ୍ୟା ଟୁନି ସାହୁ, ବଜରଙ୍ଗ କ୍ଲବ ସମ୍ପାଦକ ଶୁଭେନ୍ଦୁ ଷଡଙ୍ଗୀ, ସଦସ୍ୟ ଆକର୍ଷଣ ସିହ୍ନା, ସନ୍ଦୀପ ହିଣ୍ଡୋଚା, ବିନୋଦ ଅଗ୍ରଓ୍ବାଲ, ସୁବ୍ରତ ଦାସ, ମଳୟ ବିନ୍ଧାଣି, ସ୍ବର୍ଣ୍ଣଲକ୍ଷ୍ମୀ ପଣ୍ଡା, ଆକାଶ ପଣ୍ଡା, ବିଶ୍ୱଜିତ ବେହେରା, ସମ୍ବିତ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?