କଦଳୀ କିଣିବା ସମୟରେ ଏସବୁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ

ପ୍ରତ୍ୟେକ ଋତୁରେ କଦଳୀ ସହଜରେ ମିଳିଥାଏ। ଏହା ସ୍ବାସ୍ଥ୍ୟ ଉପକାରୀ। ଡାକ୍ତର ପ୍ରତିଦିନ କଦଳୀ ଖାଇବାକୁ ପରାମର୍ଶ ଦେଇଥାନ୍ତି। ଏହା ଶରୀରକୁ ତୁରନ୍ତ ଶକ୍ତି ଯୋଗାଇଥାଏ। ତେବେ ଏହି କଦଳୀ କିଣିବା ସମୟରେ ଏସବୁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ଏହା ହଳଦିଆ ରଙ୍ଗର ହେବା ଉଚିତ
ଯେତେବେଳେ ବଜାରକୁ କଦଳୀ କିଣିବାକୁ ଯାଉଛନ୍ତି ସେତେବେଳେ ଏଥିପ୍ରତି ଧ୍ୟାନ ଦେବେ ଯେ, ଏହାର ରଙ୍ଗ ହଳଦିଆ ହୋଇଥିବା ଜରୁରି।

କଳା ଦାଗ ଥିବା କଦଳୀ କିଣନ୍ତୁ ନାହିଁ

କଳାରଙ୍ଗର ଦାଗ କିମ୍ବା କଳା ଚିହ୍ନ ଥିବା କଦଳୀ କିଣନ୍ତୁ ନାହିଁ । ଏହିପରି କଦଳୀ ଖୁବ୍‌ ଶୀଘ୍ର ନଷ୍ଟ ହୋଇଯାଏ।

ଅଧିକ କଦଳୀ କିଣନ୍ତୁ ନାହିଁ
ଅତ୍ୟଧିକ କଦଳୀ କିଣିବା ଉଚିତ୍‌ ନୁହେଁ। ଆପଣଙ୍କ ଆବଶ୍ୟକ ଅନୁଯାୟୀ କଦଳୀ କିଣନ୍ତୁ। ଯଦି ଆପଣ ଦିନକୁ ଦୁଇଟି କଦଳୀ ଖାଆନ୍ତି, ତେବେ ସେହି ଅନୁଯାୟୀ କିଣନ୍ତୁ।

ଆକାର ଦେଖିବା ପରେ ହିଁ କିଣନ୍ତୁ
କଦଳୀ କିଣିବା ବେଳେ, ମନେରଖନ୍ତୁ ଯେ ଏହାର ଆକାର ଟିକିଏ ବଡ଼ ଏବଂ ମୋଟା ହେବା ଉଚିତ୍‌ , ଏହିପରି କଦଳୀର ସ୍ବାଦ ମଧ୍ୟ ଭଲ କାରଣ ସେଗୁଡ଼ିକ ସମ୍ପୂର୍ଣ୍ଣ ପାଚିଲା। କଦାପି ଛୋଟ ଆକାରର କଦଳୀ କିଣନ୍ତୁ ନାହିଁ । ଏହା ଭିତରୁ କଞ୍ଚା ଅଟେ । ଏହାକୁ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri