କନଜରଭାନସି ଲେନରୁ ହଟିଲା ଜବରଦଖଲ

କଟକ ରୋଡ,୫।୧(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ଅଞ୍ଚଳରେ କନଜରଭାନସି ଲେନ ଅବରୋଧ ହୋଇଛି। ଫଳରେ ନିୟମିତ ଏଗୁଡିକ ସଫେଇ ହୋଇ ନ ପାରିବା ସହ ସ୍ବେରେଜ ଚାମ୍ବର ସଫା କରିବାରେ ସମସ୍ୟା ଦେଖାଯାଉଛି। ଏ ନେଇ ଓଡ଼ିଶା ଜଳ ଯୋଗାଣ ସ୍ବେରେଜ ବୋର୍ଡକୁ ଅଭିଯୋଗ ମିଳିବା ପରେ ଶନିବାର ବ୍ରିଟ କଲୋନୀ ଷ୍ଟେଜ-୧ କନଜରଭାନସି ଲେନ ଓ ରାସ୍ତା ଉପରେ ଥିବା ଜବରଦଖଲ ହଟାଯାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟା ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ଏକ ଟିମ କମିଶନରେଟ ପୋଲିସ ସହାୟତାରେ ଲେନ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ଗୋଟିଏ ଆଜବେଷ୍ଟସ ଘର, ୨ଟି ଲୁହା ଗେଟ ଓ ୩ଟି ପ୍ରାଚୀର ଭଙ୍ଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ…

କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟା ରଖିଲେ ପ୍ରମିଳା: ଦଳ ଫିଲଟର ହେଉଛି, ସବୁ ଅଳିଆ…

ଭୁବନେଶ୍ୱର,୨୦।୩: କାରଣ ଦର୍ଶାଅ ନୋଟିସର ଉତ୍ତର ନେଇ ପ୍ରତିକ୍ରିୟାରଖିଲେ ପ୍ରମିଳା ମଲ୍ଲିକ। ସେ କହିଛନ୍ତି,ଚିଠି ଗୋଟେ ଅଫିସରୁ ବସି ଟାଇପ ହୋଇଛି। ଏମାନେ ଦସ୍ତଖତ କରିଛନ୍ତି ବୋଲି…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri