କନଷ୍ଟେବଳକୁ ହତ୍ୟା ଧମକ, ଯୁବକ ଗିରଫ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଟିକାବାଲି, ୩୦ା୧୦- ଚକାପାଦ ଥାନାର କନଷ୍ଟେବଳ ବସନ୍ତ କୁମାର ନାହକଙ୍କୁ ଚକାପାଦ ଶୈବ ପୀଠଠାରେ ହତ୍ୟା ଧମକ ଦେବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଜରେ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନୂଆସାହିର ଆଲୋକ ସେନାପତି। ନଂ.୫୬/୧୯ରେ ମାମଲା ରୁଜୁ କରି ଆଲୋକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ତରୁଣ ତପନ ବେହେରା କହିଛନ୍ତି।
ପ୍ରକାଶ ଯେ, କାର୍ତ୍ତିକ ମାସ ତୃତୀୟ ସୋମବାର ପାଇଁ ଚକାପାଦଠାରେଥିବା ବିରୁପାକ୍ଷ ଶୈବପୀଠ ପରିସରରେ କନଷ୍ଟେବଳ ବସନ୍ତ କୁମାର ନାହକ ଡ୍ୟୁଟି କରୁଥିଲେ। ଆଲୋକ ସେଠାରେ ପହଞ୍ଚତ୍ କୌଣସି କାରଣକୁ ନେଇ ତାଙ୍କୁ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଏନେଇ କନଷ୍ଟେବଳ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri