Posted inଜାତୀୟ

କନଷ୍ଟେବଳଙ୍କ ନାଁ ଅନୁସାରେ ନିଜ ସନ୍ତାନର ନାଁ ରଖିଲେ ମହିଳା

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀରେ ଏଭଳି ପରିସ୍ଥିତିରେ ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବା ପାଇଁ ସହାୟତା ଯୋଗାଇ ଦେଇଥିଲେ ପୋଲିସ କନେଷ୍ଟେବଳ ଦୟାବୀର ସିଂ। ମହିଳା ଜଣକ ସୁରକ୍ଷିତ ଭାବେ ହସ୍ପିଟାଲରେ ପହଞ୍ଚିବା ସହ ଏକ ସୁସ୍ଥ ସନ୍ତାନ ଜନ୍ମ ଦେଇଥିଲେ। ଏହାପରେ ସେ କନଷ୍ଟେବଳଙ୍କ ସାହାଯ୍ୟକୁ ଭୁଲି ନ ପାରି ନିଜ ସନ୍ତାନର ନାଁ ରଖିଥିଲେ ଦୟାବୀର। ଏହା ଜାଣିବା ପରେ କନଷ୍ଟେବଳ ଦୟାବୀର ସିଂ କହିଛନ୍ତି, ଏହି ସମୟରେ ମୁଁ ମହିଳାଙ୍କୁ ସାହାଯ୍ୟ କରିପାରିଥିବାରୁ ବହୁତ ଖୁସି। କୌଣସି ସମ୍ମାନରେ ସମ୍ମାନୀତ ହେବା ଭଳି ଖୁସି ସେ ଅନୁଭବ କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri