କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ଅଙ୍ଗଦ କହଁର ୩୯୬୨, ବିଜେପି ପ୍ରାର୍ଥୀ ଦେବନାରାୟଣ ପ୍ରଧାନ ୭୮୯ ଓ କଂଗ୍ରେସ ପ୍ରାର୍ଥୀ କିଶୋର କହଁର ୭୫୧ ଭୋଟ ପାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri