କନ୍ୟା ସନ୍ତାନର ବାପା ହେଲେ ଜୟ ଭାନୁଶାଳୀ

ଛୋଟ ପରଦାର ଚର୍ଚ୍ଚିତ କଳାକାର ଜୟ ଭାନୁଶାଳୀ ବାପା ହୋଇଛନ୍ତି। ସ୍ତ୍ରୀ ମାହି ବିଜ ବୁଧବାର ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାହି ଏବଂ ଜୟ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇବା ସହ ଝିଅର ଏକ ଫଟୋ ମଧ୍ୟ ଶୋୟାର କରିଛନ୍ତି। ଫଟୋରେ ଜୟ ଝିଅର ଗୋଡ଼କୁ ଗେଲ କରୁଥିବା ଦେଖିବାକୁ ମିଳିଛି। ପୋଷ୍ଟରରେ ‘ଟ୍ବିଙ୍କଲ ଟ୍ବିଙ୍କଲ ଲିଟିଲ ଷ୍ଟାର’ ଲେଖା ହୋଇଥିବା ବେଳେ ଝିଅ ହୋଇଥିବାରୁ ସେମାନେ ଭଗବାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମାହି-ଜୟଙ୍କ ବିବାହର ୮ ବର୍ଷ ପରେ ତାଙ୍କର ଏହି କନ୍ୟା ସନ୍ତାନ ଜନ୍ମ ହୋଇଛି। ଏହି ଯୋଡି ୨୦୧୭ରେ ନିଜ ହେଲ୍ପରଙ୍କ ୨ ପିଲାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିଥିଲେ। ୫ବର୍ଷର ଝିଅ ଖୁସୀ ଏବଂ ୩ ବର୍ଷର ପୁଅ ରାଜଭିର ନିଜ ମା’, ବାପାଙ୍କ ପାଖରେ ରହୁଛନ୍ତି। ମାତ୍ର ଜୟ-ମାହି ସେମାନଙ୍କର ସମସ୍ତ ଦାୟିତ୍ୱ ବହନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?