କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭରଙ୍କୁ ଏକାଠି କଲେ ସଲମାନ୍‌

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ଏବଂ ସୁନୀଲ ଗ୍ରୋଭରଙ୍କ ମଧ୍ୟରେ ଳାଗି ରହିଥିବା ତୁ ତୁ ମେଁ ମେଁ ଏବେ ଶେଷ ହୋଇଛି। କପିଲ ନିଜ ଇନଷ୍ଟାଗ୍ରାମ୍‌ରେ ସୁନୀଲ ଏବଂ ସଲମାନ୍‌ ଖାଁଙ୍କ ଏକ ଫଟୋ ଶେୟାର କରିଛନ୍ତି। ସଲମାନ ସେମାନଙ୍କୁ ସୋହେଲ ଖାଁଙ୍କ ଜନ୍ମଦିନ ପାର୍ଟିକୁ ନିମନ୍ତ୍ରଣ କରିଥିଲେ। ସେହି ସମୟରେ ଏହି ଫଟୋ ଉଠାଯାଇଥିଲା। ସଲମାନଙ୍କ ଉଦ୍ୟମରେ ଏବେ ଦୁଇ କମେଡ଼ି କିଙ୍ଗ୍‌ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟ ପୁଣି ଯୋଡ଼ି ହୋଇଯାଇଥିବା ନେଇ ବଲିଉଡ୍‌ରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri