ଢେଙ୍କାନାଳ ଅଫିସ, ୨୧।୨: ଢେଙ୍କାନାଳ ଜିଲା କପିଳାସ ଶୈବପୀଠରେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ପାଳିତ ହେଉଛି। ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉ ମହାଦେବ ଓ ମାତା ପାର୍ବତୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଲାଗିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶନିବାର ଭୋର ୪ଟା ୨୦ରେ ମହାଦୀପ ଉଠିବା ପାଇଁ ସମୟ ନର୍ଘଣ୍ଟ ହୋଇଛି। ଜିଲାପାଳ ଭୁୁମେଶ ଚନ୍ଦ୍ର ବେହେରା, ଏସ୍ପି ଅନୁପମା ଜେମ୍ସ ଓ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପୀଠରେ ଉପସ୍ଥିତ ଅଛନ୍ତି। ସୁରକ୍ଷା ବ୍ୟବସ୍ଥା ପାଇଁ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି।
Posted inHome, Home Left, ଆମ ଜିଲା ଖବର, ଢେଙ୍କାନାଳ View All
୩୩ ବର୍ଷରେ ମନୋହରପୁର ଗଜଲକ୍ଷ୍ମୀ ପୂଜା: କଳସ ଶୋଭାଯାତ୍ରାରେ ପ୍ରକମ୍ପିତ ଅଞ୍ଚଳ, ୩୧ରେ ଭସାଣି
ବଲାଙ୍ଗୀର, ୨୭।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ମନୋହରପୁରଠାରେ ଅନୁଷ୍ଠିତ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଚଳିତ ବର୍ଷ ୩୩ ବର୍ଷରେ ପଦାର୍ପଣ କରିଛି। ଏହି ପବିତ୍ର…
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ତୁମୁଡ଼ିବନ୍ଧରେ ବର୍ଷା ଆରମ୍ଭ, ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ; ସଜାଗ …
ତୁମୁଡ଼ିବନ୍ଧ, ୨୭।୧୦ (ଦୀପକ କୁମାର ପରାସେଠ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ଅଞ୍ଚଳରେ ଅନୁଭୂତ ହେବା ଆରମ୍ଭ ହୋଇଛି। ଅଞ୍ଚଳରେ ପ୍ରବଳ ଗୁଳୁଗୁଳି…
ଅଳଙ୍କାର ସଫା କରିବା ବାହାନାରେ ଲୁଟ୍: ମହିଳାଙ୍କୁ ଚକମା ଦେଇ ସୁନା ଚେନ୍-ମୁଦି ନେଇ ଚମ୍ପଟ ମାରିଲେ…
ଗଞ୍ଜାମ, ୨୭।୧୦(ବିଦ୍ୟାଧର ସାହୁ): ଘରେ କୌଣସି ପୁରୁଷ ଲୋକ ନ ଥିବାର ସୁଯୋଗ ନେଇ ସୁନା-ରୁପା ଅଳଙ୍କାର ସଫା କରିବା ବାହାନାରେ ଜଣେ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କାର…
ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…
ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’: ଗୋପାଳପୁର ବନ୍ଦର ଓ ଆର୍ଯ୍ୟପଲ୍ଲୀ ଜେଟିରେ ୩୬ ମାଛଧରା ଡଙ୍ଗାକୁ…
ଛତ୍ରପୁର / ଗୋପାଳପୁର,୨୭।୧୦(ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ),୨୭/୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ସାମ୍ନା କରିବା ପାଇଁ ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାପକ…
କେଭାଡ଼ିଆ ଗଲେ କୋରାପୁଟର ୫୦ ପ୍ରତିନିଧି
କୋରାପୁଟ,୨୭।୧୦(ଅମିତାଭ ବେହେରା): ଗୁଜରାଟର କେଭାଡିଆଠାରେ ଆସନ୍ତା ୩୦ ଓ ୩୧ ତାରିଖରେ ଆୟୋଜିତ ହେବାକୁ ଥିବା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋରାପୁଟ ଜିଲାର…
ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…
କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ
କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…

