Posted inଜାତୀୟ

କମଲ ନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ତେବେ ଜନ୍ମଦିନକୁ ପାଳନ କରିବାକୁ କୌଣସି ପୋଷ୍ଟର, ବ୍ୟାନର ଅବା ହୋର୍ଡିଂ ନ ଲଗାଇବାକୁ କମଲ ନାଥ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ମଧ୍ୟ ଟୁଇଟ୍‌ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଜନ୍ମଦିନ ଅବସରରେ କମଲ ନାଥଙ୍କ ନିକଟକୁ କେବଳ ରାଜନେତା ନୁହେଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri