କମଲ ହାସନଙ୍କ ଫିଲ୍ମ ‘ଇଣ୍ଡିଆନ୍‌-୨’ ଶୁଟିଂ ସେଟ୍‌ରେ ଦୁର୍ଘଟଣା: ସହନିର୍ଦ୍ଦେଶକଙ୍କ ସମେତ ୩ ମୃତ

ଚେନ୍ନାଇ,୨୦।୨: ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଫିଲ୍ମ ଇଣ୍ଡିଆନ୍‌-୨ ଶୁଟିଂ ସେଟ୍‌ରେ ବଡ ଦୁର୍ଘଟଣା ଘଟିଛି। ଚେନ୍ନାଇର ଇଭିପି ଷ୍ଟୁଡିଓ ସେଟ୍‌ରେ ଲାଗିଥିବା କ୍ରେନ୍‌ କ୍ରାଶ୍‌ ହେବା ଫଳରେ ଫିଲ୍ମ ସହନିର୍ଦ୍ଦେଶକଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଅଭିନେତା କମଲ ହାସଲ ହସ୍ପିଟାଲରେ ପହଞ୍ଚି ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ। ଦୁର୍ଘଟଣାବେଳେ କମଲ ମଧ୍ୟ ଶୁଟିଂ ସେଟରେ ଉପସ୍ଥିତ ଥିଲେ। ଦୁର୍ଘଟଣାରେ ସହ ନିର୍ଦ୍ଦେଶକ ଶଙ୍କରଙ୍କ ସହଯୋଗୀ ମଧୁ(୨୯), ସହନିର୍ଦ୍ଦେଶକ କୃଷ୍ଣା(୩୪) ଏବଂ ଜଣେ ଷ୍ଟାଫ୍‌ ଚନ୍ଦ୍ରନ(୬୦)ଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶଙ୍କରଙ୍କ ନିର୍ଦ୍ଦେଶିତ ଫିଲ୍ମ ଇଣ୍ଡିଆନ୍‌-୨କୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ପୂର୍ବରୁ ଏହି ଫିଲ୍ମର ପୋଷ୍ଟର ରିଲିଜ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri