କମଲା ରାଷ୍ଟ୍ରପତି ପଦ ପାଇଁ ଯୋଗ୍ୟ ନୁହେଁ, ଇଭାଙ୍କା ତାଙ୍କଠାରୁ ଭଲ: ଟ୍ରମ୍ପ

ଓ୍ବାଶିଂଟନ,୨୯।୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାର ପ୍ରଚାର କର୍ଯ୍ୟରେ ବ୍ୟସ୍ତ ହୋଇ ଗଲେଣି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏବେ ସେ ତାଙ୍କ ପ୍ରତିଦ୍ୱନ୍ଦି ତଥା ମୂଳ ଭାରତୀୟ ସିନେଟର କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି। ଟ୍ରମ୍ପ କହିଛନ୍ତି କମଲା ରାଷ୍ଟ୍ରପତି ପାଇଁ ଯୋଗ୍ୟ ନୁହେଁ। ଶୁକ୍ରବାର ନ୍ୟୁ ହୈମ୍ସଶାୟରରେ ଏକ ରିପବ୍ଲିକାନ ଅଭିଯାନ ରାଲିରେ ନିଜ ସମର୍ଥକଙ୍କୁ ସମ୍ବୋଧନ କରିବା ସମୟରେ ସେ କମଲାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ ଆମେରିକାବାସୀ ଜଣେ ମହିଳାଙ୍କ୍‌ୁ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଛନ୍ତି ତାଙ୍କୁ ସମର୍ଥନ ମଧ୍ୟ କରୁଛନ୍ତି। ହେଲେ କମଲା ହାରିସ ଏଥିପାଇଁ ଯୋଗ୍ୟ ନୁହେଁ ବରଂ ଏଥିପାଇଁ ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପ ଭଲ ବୋଲି ସେ ମତ ରଖିଛନ୍ତି। ସୂଚନାଯୋଗ୍ୟ, ୫୫ ବର୍ଷିୟା କମଲା ହାରିସ ଗତଥର ବି ରାଷ୍ଟ୍ରପତି ଦୌଡ଼ରେ ସାମିଲ ହୋଇଥିଲେ। ହେଲେ ଜନତାଙ୍କ ବହୁଳ ସମର୍ଥନ ନ ମିଳିବାରୁ ସେ ଏହି ଦୌଡ଼ରୁ ବାହାରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri