Posted inଜାତୀୟ

କମିଲା ୧୨ ଘଣ୍ଟିଆ ଅବଧି: ଏଣିକି ରାତି ୯ରୁ ସକାଳ ୫ ଯାଏ କର୍ଫ୍ୟୁ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ୧୨ ଘଣ୍ଟିଆ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରାଯାଇଛି। ଏଣିକି ପ୍ରତ୍ୟେହ ରାତି ୯ଟାରୁ ସକାଳ ୫ଟା ଯାଏ, ୮ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ ହେବ। ପୂର୍ବରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ କର୍ଫ୍ୟ ଲାଗୁ ହେଉଥିଲା। ଏବେ ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ। ତେବେ ଅତ୍ୟାବଶ୍ୟକ ଜିନିଷ ପାଇଁ କୌଣସିି କଟକଣା ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?