କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍‌ଡାଉନ୍‌ରେ ଯାଇପାରିବେ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏହି ସମୟରେ କେଉଁମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ ସେନେଇ ନିର୍ଦ୍ଦେଶାବଳୀ ରହିଛି।

ସେଗୁଡ଼ିକ ହେଲା:

-ମେଡିକାଲ, ନର୍ସିଂହୋମ୍‌ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାଇପାରିବେ।

-ମେଡିସିନ ଷ୍ଟୋର କର୍ମଚାରୀ ପୋଲିସ ଦେଇଥିବା ପୁରୁଣା ପାସ୍‌ ଦେଖାଇ ପାରିବେ।

-କେନ୍ଦ୍ର ଓ ରାଜ୍ୟ ସରକାରୀ କର୍ମଚାରୀମାନେ ଆଇଡି କାର୍ଡ ଦେଖାଇ ଯାଇପାରିବେ।

-ଟେଲିକମ୍‌, ମିଡିଆ, ପେଟ୍ରୋଲ ପମ୍ପ କର୍ମଚାରୀ ଆଇଡି କାର୍ଡ ଦେଖାଇବେ।

-ହୋମ ଡେଲିଭରି, ପାନୀୟ ଜଳ, ପରିମଳ, ବିଦ୍ୟୁତ କମର୍ୟଚାରୀ। କଳକାରଖାନା, ହୋଟେଲ କର୍ମଚାରୀ ମଧ୍ୟ।

-ଷ୍ଟେଶନ, ବସ୍‌ ଷ୍ଟାଣ୍ଡ, ଏୟାରପୋର୍ଟ ପାଇଁ ଗାଡ଼ିକୁ ପୋଲିସ ପାସ୍‌ ଦରକାର।

– ପୋଲିସ ପାସ୍‌ ଦେଖାଇ ଟ୍ୟାକ୍ସିଂ ଅଟୋ, ଓଲା, ଉବେର ଆଦି ଯାଇପାରିବେ।

-ସଟ୍‌ଡାଉନ୍‌ରେ ଦିନ ବାହାଘର ଥିଲେ ପୋଲିସଠାରୁ ପାସ୍‌ ନେବା ଜରୁରୀ।

– ଟ୍ବିନ୍‌ ସିଟିରୁ ବାହାରକୁ ଯିବାକୁ ଚାହୁଁଥିବା ଘରୋଇ ଗାଡ଼ିକୁ ୧୦୦ରୁ ଅନୁମତି ମିଳିଛି।

-ମାଲ୍‌ ପରିବହନ କରୁଥିବା ଖାଲି ଓ ମାଲ୍‌ ଭର୍ତ୍ତି ଗାଡ଼ି ପାଇଁ ପାସ୍‌ ଅନାବଶ୍ୟକ।

– ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଏସ୍‌ଏମ୍‌ଏସ୍‌ କିମ୍ବା ୧୦୦କୁ ଡାଏଲ କରି ପାସ୍‌ ନେବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri