କମ୍ପାନୀଗୁଡ଼ିକର ଗାଡ଼ି ବିକ୍ରିରେ ରେକର୍ଡ ହ୍ରାସ

ନୂଆଦିଲ୍ଲୀ,୨।୬: କରୋନା କବଳିତ ବଜାରରେ ବର୍ତ୍ତମାନ ଚାହିଦା କ୍ଷତିଗ୍ରସ୍ତ ହୋଇଥିବା ବେଳେ ମେ ମାସରେ ଦେଶର ଅଟୋମୋବାଇଲ କମ୍ପାନୀଗୁଡ଼ିକର ବିକ୍ରି ସମ୍ପୂର୍ଣ୍ଣ ଖସି ଯାଇଛି। ପ୍ରମୁଖ ଯାନ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ର ବିକ୍ରି ୮୬% ଖସିଛି। ଏହି ସମୟରେ କମ୍ପାନୀର ୧୮,୫୩୯ ୟନିଟ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଛି। ଗତ ବର୍ଷ ସମାନ ସମୟରେ ଏହି କମ୍ପାନୀ ୧.୩୪ ଲକ୍ଷ ୟୁନିଟ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଥିଲା। ସେହିଭଳି ହ୍ୟୁଣ୍ଡାଇ ମୋଟର ଇଣ୍ଡିଆର ଗାଡ଼ି ବିକ୍ରି ୭୯% କମିଥିବା ଜଣାପଡ଼ିଛି। କମ୍ପାନୀ ମେ ମାସରେ ୧୨,୫୮୩ ୟୁନିଟ ଯାନ ବିକିଛି। ଏହା ଗତ ବର୍ଷ ସମାନ ସମୟରେ ୫୯,୧୦୨ ୟୁନିଟ ରହିଥିଲା। ଏହାବାଦ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବିକ୍ରି ୭୯% ଖସି ୯,୫୬୦ ରହିଛି। ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଟ୍ରାକ୍ଟର ବିକ୍ରି ୧% ଖସିଥିବା ବେଳେ ରପ୍ତାନି ୭୨% ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାଟା ସେଣ୍ଟର ନୁହେଁ ଏଆଇ

ନୂଆଦିଲ୍ଲୀରେ ୬ ଦିନ ଧରି ଚାଲିଥିବା ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬ ଉଦ୍‌ଯାପିତ ହୋଇଯାଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ଉପରେ ଦିଲ୍ଲୀ…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା, ୪୮ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ…

ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌: ଟାରିଫ୍‌ ଦ୍ୱନ୍ଦ୍ୱ, ଆଲୋଚନା ସ୍ଥଗିତ

ନୂଆଦିଲ୍ଲୀ/ ଓ୍ବାଶିଂଟନ୍‌, ୨୩ା୨ (ରଏଟର୍ସ/ଏଜେନ୍ସି):ଭାରତ ଓ ଆମେରିକା ମଧ୍ୟରେ ଓ୍ବାଶିଂଟନ୍‌ରେ ସୋମବାରଠାରୁ ୩ ଦିନ ଧରି ଅନ୍ତରୀଣ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଆଲୋଚନା କରାଯିବା ନେଇ…

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri