Posted inଫୁରସତ

କମ୍ପ୍ୟୁଟର ଜଣାଇଦେବ ହସ ନକଲି କି ଅସଲି

ଲଣ୍ଡନ: ଗବେଷକମାନେ ଏବେ ଏକ ସଫ୍ଟଓ୍ବେର ବିକାଶ କରିଛନ୍ତି ଯାହା ହସର ମୁଭ୍‌ମେଣ୍ଟକୁ ସଫ୍ଟଓ୍ବେର ମାଧ୍ୟମରେ ଅନୁଧ୍ୟାନ କରି ତାହା ଅସଲି କି ନକଲି ଜଣାଇଦେବ । ଏ ସମ୍ପର୍କିତ ତଥ୍ୟ ଆଡ୍‌ଭାନ୍ସଡ ଇଞ୍ଜିନିୟରିଂ ଇନ୍‌ଫରମେଟିକ୍ସ ଜର୍ନାଲରେ ପ୍ରକାଶ ପାଇଛି। ଏହି ସଫ୍ଟଓ୍ବେର ପ୍ରଥମେ ଭିଡିଓ ରେକର୍ଡିଂରେ ବ୍ୟକ୍ତିର ମୁହଁକୁ ମ୍ୟାପିଂ କରେ। ଏହାପରେ ହସିବାବେଳେ ମୁହଁ, ଗାଲ ଓ ଆଖି ଚାରିପାଖର ମୁଭ୍‌ମେଣ୍ଟକୁ ଭଲ ଭାବେ ଅନୁଧ୍ୟାନ କରିବା ପରେ ତାହା ଅସଲି କି ନକଲି ଜଣାଇଦିଏ । ଗବେଷକମାନେ କହନ୍ତି, ନକଲି ହସରେ କେବଳ ମୁହଁର ମାଂସପେଶୀର ମୁଭମେଣ୍ଟ୍‌ ଲକ୍ଷ୍ୟ କରାଯାଏ , କିନ୍ତୁ ଆଖି ପାଖରେ କୌଣସି ମୁଭମେଣ୍ଟ ପରିଲକ୍ଷିତ ହୁଏନାହିଁ। ସଫ୍ଟଓ୍ବେର ଏହାକୁ ଭଲ ଭାବେ ନିରୀକ୍ଷଣ କରିବା ପରେ ଜଣାଇଦିଏ ହସ ନକଲି କି ଅସଲି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri