କମ୍ପ୍ୟୁଟର ନିକଟରେ ଚାରାଗଛ ରଖିଲେ ଦୂର ହୁଏ…

ଟୋକିଓ: କାର୍ଯ୍ୟାଳୟରେ କାମ କେମିତି ସୁରୁଖୁରୁ ତଥା ଭଲରେ ହେବ ସେଥିପାଇଁ କର୍ମଚାରୀମାନେ ଟେନ୍‌ସନ୍‌ରେ ରହିଥାନ୍ତି। ବେଳେବେଳେ ବସ୍‌ଙ୍କ ତାଗିଦ୍‌ ମଧ୍ୟ ଚିନ୍ତାରେ ପକାଇଥାଏ। ଏଥିରେ ଆଦୌ ବ୍ୟସ୍ତ କିମ୍ବା ବିବ୍ରତ ହୁଅନ୍ତୁ ନାହିଁ। ଏକ ଅଧ୍ୟୟନରୁ ଜଣାପଡ଼ିଛି, ଅଫିସ୍‌ରେ କାମ କରୁଥିବା ସମୟରେ କମ୍ପ୍ୟୁଟର ନିକଟରେ ଏକ ଛୋଟ ଚାରାଗଛ ରଖିଲେ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ମିଳିଥାଏ। ଜାପାନର ସିଏନ୍‌ ହେଲ୍‌ଥ ଗ୍ରୁପ୍‌ର ଏକ ରିସର୍ଚ୍ଚରୁ ଜଣାପଡ଼ିଛି, ଏକ ଇଲୋକ୍‌ଟ୍ରିକ୍‌ କମ୍ପାନୀର କିଛି କର୍ମଚାରୀଙ୍କୁ ନେଇ ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ଯେଉଁମାନେ କମ୍ପ୍ୟୁଟରରୁ କିଛି ସମୟ ନଜର ହଟାଇ ଚାରାଗଛକୁ ଦେଖୁଥିଲେ ସେମାନେ ଚିନ୍ତାମୁକ୍ତ ଥିଲେ। ଏହା ସହିତ ସେମାନଙ୍କ ହାର୍ଟ ମଧ୍ୟ ସୁସ୍ଥ ରହିଥିଲା। ଏହି ଅଧ୍ୟୟନରେ ୨୪ରୁ ୬୦ ବର୍ଷ ବୟସ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ନିଆଯାଇଥିଲା।
ହ୍ୟୁଗୋ ୟୁନିଭରସିଟିର ପ୍ରଫେସର ବା ମୁଖ୍ୟ ଅଧ୍ୟୟନକର୍ତ୍ତା ଡ.ମାସାହିରୋ ତୋୟୋଦୋ କୁହନ୍ତି, ଆମେ କାର୍ଯ୍ୟାଳୟର କମ୍ପ୍ୟୁଟର ନିକଟରେ ଚାରାଗଛ ରଖିବାରୁ କର୍ମଚାରୀମାନଙ୍କ ମାନସିକ ସ୍ଥିତି ଖୁବ୍‌ ଭଲ ରହିଥିଲା। ସେମାନଙ୍କ ମଧ୍ୟରେ ସକାରାତ୍ମକ ଭାବନା ଦେଖିବାକୁ ମିିଳିଥିଲା। ଆମେ ସମସ୍ତ କର୍ମଚାରୀଙ୍କୁ ସକାଳେ ଏବଂ ସନ୍ଧ୍ୟାରେ ମାତ୍ର ୩ ମିନିଟ୍‌ ପର୍ଯ୍ୟନ୍ତ ଚାରାଗଛକୁ ଦେଖିବାକୁ କହିଥିଲୁ। ଯେଉଁମାନେ ଏହି ଚାରାଗଛକୁ ଦେଖିଥିଲେ ସେମାନଙ୍କ ହାର୍ଟ, ଚକ୍ଷୁ ସୁସ୍ଥ ରହିବା ସହ ମାନସିକ ଚିନ୍ତା ଦୂର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri