କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ ଚାନ୍ଦବାଲିସ୍ଥିତ ଭଦ୍ରକ ଡିଏଫ୍‌ଓ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ କରତକଳକୁ ଅନୁମତି ନ ମିଳିବାରୁ ଲୋକେ କାଠ ଚିରିବା ପାଇଁ ନାନା ଅସୁବିଧାରେ ପଡ଼ିବା ସହିତ ଦୂର ଦୂରାନ୍ତକୁ ଯାଇ ଆର୍ଥିକ କ୍ଷତିରେ ପଡୁଛନ୍ତି। ଏହି ଘେରାଉକୁ ଲକ୍ଷ୍ୟ କରି ପୋଲିସ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏକ ପ୍ରତିନିଧି ଦଳ ନିଜର ସମସ୍ୟା ନେଇ ଡିଏଫ୍‌ଓ ପୂର୍ଣ୍ଣିମା ପାଣ୍ଡିଆନଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri