କରତକଳ ଉପରେ ଚଢ଼ାଉ: ଯନ୍ତ୍ରାଂଶ ଓପାଡ଼ି ଫିଙ୍ଗିଲା ବନବିଭାଗ

ବସ୍ତା, ୨୦।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବଇଞ୍ଚା ଗ୍ରାମରେ ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ଚଢାଉ କରି ଜେସିବି ଲଗାଇ ଯନ୍ତ୍ରାଂଶକୁ ଓପାଡ଼ି ଫିଙ୍ଗିଛି।
ମୟୂରଭଞ୍ଜ ଜିଲା ପାଞ୍ଚମାଣିଆ ଗ୍ରାମର ବରେନ୍ଦ୍ର ବେହେରା ଏକ କରତକଳ ବଇଞ୍ଚା ଗ୍ରାମରେ କରି ଆସୁଥିଲେ। ବାରମ୍ବାର ଏହି କରତକଳ ଉପରେ ବନବିଭାଗ ଚଢାଉ କରୁଥିଲେ ମଧ୍ୟ ପରେ ସେ ପୁଣି ସେ ପୁନର୍ବାର ଚାଲୁ କରିଆସୁଥିଲେ। ଗତ କିଛିଦିନ ପୂର୍ବରୁ ସେ କରତକଳକୁ ପୁର୍ନବାର ଚାଲୁ କରିବା ପାଇଁ ସଜବାଜ ହେଉଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବରପାଇ ରେଞ୍ଜ ଅଫିସର ଦେବେନ୍ଦ୍ର ନାଥ ପାତ୍ର, ଫରେଷ୍ଟର ପ୍ରହ୍ଲାଦ ଚନ୍ଦ୍ର ନାୟକ, ଶଶିଧର ମହାନ୍ତି, ମୀନାରାଣୀ ବେହେରା ସଦଳବଳେ ସେଠାରେ ପହଞ୍ଚତ୍ବା ବେଳକୁ କରତକଳର ମାଲିକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଶେଷରେ ବନବିଭାଗ ଅଧିକାରୀ ଜେସିବି ଲଗାଇ ପୁନଃ ସ୍ଥାପିତ ହେଉଥିବା କରତକଳକୁ ଓପାଡି ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri